ଲେବୀୟ ପୁସ୍ତକ 25:45 - ପବିତ୍ର ବାଇବଲ45 ଯେଉଁ ପ୍ରବାସୀ ବିଦେଶୀମାନେ ତୁମ୍ଭ ସହିତ ବାସ କରୁଛନ୍ତି ଏବଂ ସେମାନଙ୍କର ପରିବାରର ସଭ୍ୟ ତୁମ୍ଭ ଦେଶରେ ଜନ୍ମନ୍ତି, ସେମାନଙ୍କ ସନ୍ତାନମାନଙ୍କୁ ତୁମ୍ଭେ କିଣି ପାରିବ। ସେମାନେ ତୁମ୍ଭର କ୍ରୀତଦାସ ଓ କ୍ରୀତଦାସୀ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନମାନଙ୍କଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେ ଯେ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ। Viz kapitolaଓଡିଆ ବାଇବେଲ45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ। Viz kapitola |