ଲେବୀୟ ପୁସ୍ତକ 25:52 - ପବିତ୍ର ବାଇବଲ52 ଯଦି ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ତାହା ସହିତ ସେ ଗଣନା କରିବ, ସେହି ବର୍ଷ ଅନୁସାରେ ସେ ଆପଣା କ୍ରୟ ମୂଲ୍ୟର ଏକ ଛୋଟ ଅଂଶ ତାକୁ ଫେରାଇ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ଆଉ ଯେବେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକୀ ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ। Viz kapitolaଓଡିଆ ବାଇବେଲ52 ଆଉ ଯଦି ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ। Viz kapitola |