ଲେବୀୟ ପୁସ୍ତକ 25:54 - ପବିତ୍ର ବାଇବଲ54 “ଯଦି ତାକୁ କେହି ମୁକ୍ତ ନ କରେ, ତେବେ ସେ ଆପଣା ସନ୍ତାନଗଣ ସହ ମହୋଲ୍ଲାସ-ଉତ୍ସବ ବର୍ଷରେ ମୁକ୍ତ ହୋଇ ବାହାରି ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଆଉ ଯେବେ ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ-ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ। Viz kapitolaଓଡିଆ ବାଇବେଲ54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ। Viz kapitola |