ଲେବୀୟ ପୁସ୍ତକ 26:10 - ପବିତ୍ର ବାଇବଲ10 ତୁମ୍ଭେମାନେ ବହୁକାଳ ପର୍ଯ୍ୟନ୍ତ ପୁରାତନ ଶସ୍ୟକୁ ଭୋଜନ କରିବ। ପୁଣି ନୂତନ ଶସ୍ୟଅମଳ ବେଳକୁ ରଖିବା ପାଇଁ ପୁରାତନ ଶସ୍ୟକୁ ବାହାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ତୁମ୍ଭେମାନେ ବହୁକାଳ-ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ। Viz kapitolaଓଡିଆ ବାଇବେଲ10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ। Viz kapitola |