ଲେବୀୟ ପୁସ୍ତକ 26:15 - ପବିତ୍ର ବାଇବଲ15 ତୁମ୍ଭେମାନେ ଯଦି ଆମ୍ଭର ବ୍ୟବସ୍ଥା ଅବଜ୍ଞା କର ଓ ଆମ୍ଭର ଆଜ୍ଞାକୁ ଘୃଣା କର ଓ ଆମ୍ଭର ଆଜ୍ଞାକୁ ଅନୁସରଣ ନ କର, ତେବେ ତୁମ୍ଭେମାନେ ଆମ୍ଭର ଚୁକ୍ତି ଲଙ୍ଘନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଯେବେ ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ, Viz kapitolaଓଡିଆ ବାଇବେଲ15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ, Viz kapitola |