ଲେବୀୟ ପୁସ୍ତକ 26:16 - ପବିତ୍ର ବାଇବଲ16 ଯଦି ତୁମ୍ଭେମାନେ ତାହା କର, ତେବେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯକ୍ଷ୍ମା ଓ ଜ୍ୱର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷୟ କରିବ। ଆଉ ତୁମ୍ଭେମାନେ ବୃଥାରେ ବୀଜ ବୁଣିବ, କାରଣ ଶତ୍ରୁମାନେ ତାକୁ ଖାଇଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Viz kapitolaଓଡିଆ ବାଇବେଲ16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Viz kapitola |