ଲେବୀୟ ପୁସ୍ତକ 26:3 - ପବିତ୍ର ବାଇବଲ3 “ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେବେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚଳିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Viz kapitolaଓଡିଆ ବାଇବେଲ3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Viz kapitola |