ଲେବୀୟ ପୁସ୍ତକ 26:30 - ପବିତ୍ର ବାଇବଲ30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ। Viz kapitolaଓଡିଆ ବାଇବେଲ30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ। Viz kapitola |