ଲେବୀୟ ପୁସ୍ତକ 26:31 - ପବିତ୍ର ବାଇବଲ31 ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନ ସକଳ ଶୂନ୍ୟ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Viz kapitolaଓଡିଆ ବାଇବେଲ31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Viz kapitola |