ଲେବୀୟ ପୁସ୍ତକ 26:33 - ପବିତ୍ର ବାଇବଲ33 ଆଉ ଆମ୍ଭେ ନାନାଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। Viz kapitolaଓଡିଆ ବାଇବେଲ33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। Viz kapitola |