ଲେବୀୟ ପୁସ୍ତକ 26:36 - ପବିତ୍ର ବାଇବଲ36 ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ ସେମାନେ ଶତ୍ରୁମାନଙ୍କ ଦେଶରେ ସାହସିକତା ହରାଇବେ। ସେମାନେ ପତ୍ରଝଡ଼ାର ଶବ୍ଦ ଶୁଣିଲେ ମଧ୍ୟ ଦୌଡ଼ି ପଳାଇବେ। ପୁଣି ଖଡ଼୍ଗଧାରରୁ ପଲାଇଲା ଲୋକପରି ସେମାନେ ଦୌଡ଼ିବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ବିଷର୍ଣ୍ଣତା ପଠାଇବା ଓ (ବାୟୁରେ) ଚାଳିତ ପତ୍ରର ଶଦ୍ଦ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ଼୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ। Viz kapitolaଓଡିଆ ବାଇବେଲ36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ। Viz kapitola |