ଲେବୀୟ ପୁସ୍ତକ 26:37 - ପବିତ୍ର ବାଇବଲ37 ପୁଣି କେହି ନ ଗୋଡ଼ାଇଲେ ହେଁ ଖଡ଼୍ଗ ସମ୍ମୁଖରେ, ସେପରି ଏକ ଅନ୍ୟ ଉପରେ ଝୁଣ୍ଟି ପଡ଼ିବେ। “ଆଉ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବାକୁ ତୁମ୍ଭମାନଙ୍କର ବଳ ପାଇବ ନହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ଼୍ଗ ସମ୍ମୁଖରେ, ସେପରି ସେମାନେ ଏକଆରେକ ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବା ପାଇଁ ତୁମ୍ଭମାନଙ୍କର ବଳ ପାଇବ ନାହିଁ। Viz kapitolaଓଡିଆ ବାଇବେଲ37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ। Viz kapitola |