ଲେବୀୟ ପୁସ୍ତକ 26:39 - ପବିତ୍ର ବାଇବଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitolaଓଡିଆ ବାଇବେଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Viz kapitola |