ଲେବୀୟ ପୁସ୍ତକ 26:44 - ପବିତ୍ର ବାଇବଲ44 ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ତଥାପି ଏହିସବୁ କାରଣରୁ, ସେମାନେ ଆପଣା-ମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ; Viz kapitolaଓଡିଆ ବାଇବେଲ44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Viz kapitola |