ଲେବୀୟ ପୁସ୍ତକ 27:18 - ପବିତ୍ର ବାଇବଲ18 ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟା ଅନୁସାରେ ତା’ ସହିତ ମୂଲ୍ୟର ଗଣନା କରିବ। ପୁଣି ତଦନୁସାରେ ତା'ର ନିରୂପିତ ମୂଲ୍ୟରୁ ଊଣା କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ। Viz kapitolaଓଡିଆ ବାଇବେଲ18 ମାତ୍ର, ଯଦି ସେ ଯୁବ୍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ। Viz kapitola |