ଲେବୀୟ ପୁସ୍ତକ 27:24 - ପବିତ୍ର ବାଇବଲ24 ମହୋଲ୍ଲାସ-ଉତ୍ସବ ବର୍ଷରେ ସେହି କ୍ଷେତ୍ର ପ୍ରକୃତ ଜମି ମାଲିକ ନିକଟକୁ ଫେରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ। Viz kapitolaଓଡିଆ ବାଇବେଲ24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ। Viz kapitola |