ଲେବୀୟ ପୁସ୍ତକ 27:33 - ପବିତ୍ର ବାଇବଲ33 ତାହା ଭଲ କି ମନ୍ଦ ପଶୁ ମାଲିକ ଅନୁସନ୍ଧାନ କରିବ ନାହିଁ। ଆଉ ମଧ୍ୟ ତାହା ବଦଳ କରିବ ନାହିଁ। ଯଦି ବଦଳ କରେ ତେବେ ଉଭୟ ପଶୁ ପବିତ୍ର ହେବେ ଓ ତାହା ମୁକ୍ତ କରାଯିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ। Viz kapitolaଓଡିଆ ବାଇବେଲ33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।” Viz kapitola |