ଲେବୀୟ ପୁସ୍ତକ 3:1 - ପବିତ୍ର ବାଇବଲ1 “ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Viz kapitolaଓଡିଆ ବାଇବେଲ1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ। Viz kapitola |