Online Bible

- Reklamy -




ଲେବୀୟ ପୁସ୍ତକ 3:5 - ପବିତ୍ର ବାଇବଲ

5 ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦ‌‌‌‌ଗ୍‌‌‌‌ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର।

Viz kapitola kopírovat

ଓଡିଆ ବାଇବେଲ

5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Viz kapitola kopírovat




ଲେବୀୟ ପୁସ୍ତକ 3:5

Následuj nás:

Reklamy


Reklamy