ଲେବୀୟ ପୁସ୍ତକ 3:6 - ପବିତ୍ର ବାଇବଲ6 “ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷ କିମ୍ବା ଛେଳି ମଧ୍ୟରୁ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ ତେବେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମେଷ ବା ଛେଳି ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ। Viz kapitola |