ଲେବୀୟ ପୁସ୍ତକ 4:14 - ପବିତ୍ର ବାଇବଲ14 ଯଦି ସେମାନେ ସେମାନଙ୍କ କୃତ ପାପ ଜାଣିବେ, ତେବେ ସେମାନେ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ ଓ ସମାଗମ-ତମ୍ବୁ ନିକଟକୁ ତାକୁ ଆଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ। Viz kapitolaଓଡିଆ ବାଇବେଲ14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ। Viz kapitola |