ଲେବୀୟ ପୁସ୍ତକ 4:25 - ପବିତ୍ର ବାଇବଲ25 ତା'ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି-ମୂଳରେ ଢାଳିବ। Viz kapitolaଓଡିଆ ବାଇବେଲ25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Viz kapitola |