ଲେବୀୟ ପୁସ୍ତକ 4:31 - ପବିତ୍ର ବାଇବଲ31 ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Viz kapitolaଓଡିଆ ବାଇବେଲ31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Viz kapitola |