ଲେବୀୟ ପୁସ୍ତକ 4:4 - ପବିତ୍ର ବାଇବଲ4 ପୁଣି ସେ ଅଭିଷିକ୍ତ ଯାଜକ ଆପଣା ବଳିକୁ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ତା'ର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତନିର୍ଭର ଦେଇ ସଦାପ୍ରଭୁଙ୍କ ଛାମୁରେ ତାକୁ ବଧ କରିବ। Viz kapitolaଓଡିଆ ବାଇବେଲ4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। Viz kapitola |