ଲେବୀୟ ପୁସ୍ତକ 5:13 - ପବିତ୍ର ବାଇବଲ13 ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ। Viz kapitolaଓଡିଆ ବାଇବେଲ13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।” Viz kapitola |