ଲେବୀୟ ପୁସ୍ତକ 5:17 - ପବିତ୍ର ବାଇବଲ17 “ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥା’ନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ୟରୁ କୌଣସି କର୍ମ କରି ପାପ କରେ। ଯଦ୍ୟପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା'ର ଅପରାଧ ବହନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବହିବ। Viz kapitolaଓଡିଆ ବାଇବେଲ17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ। Viz kapitola |