ଲେବୀୟ ପୁସ୍ତକ 5:6 - ପବିତ୍ର ବାଇବଲ6 ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Viz kapitolaଓଡିଆ ବାଇବେଲ6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Viz kapitola |