ଲେବୀୟ ପୁସ୍ତକ 6:13 - ପବିତ୍ର ବାଇବଲ13 ଯଜ୍ଞବେଦି ଉପରେ ଅଗ୍ନି ସର୍ବଦା ଜ୍ୱଳନ୍ତ ରହିବ, କଦାପି ନିର୍ବାପିତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, କଦାପି ନିର୍ବାଣ ହେବ ନାହିଁ। Viz kapitolaଓଡିଆ ବାଇବେଲ13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ। Viz kapitola |