ଲେବୀୟ ପୁସ୍ତକ 6:18 - ପବିତ୍ର ବାଇବଲ18 ହାରୋଣଙ୍କ ସନ୍ତାନଗଣ ମଧ୍ୟରୁ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନୈବେଦ୍ୟ ସେମାନେ ଗ୍ରହଣ କରିବେ ଏକ ବିଧି ହେବ। ଯାହାକିଛି ଜିନିଷଗୁଡ଼ିକ ଏହାକୁ ସ୍ପର୍ଶ କରିବ ପବିତ୍ର ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ। Viz kapitolaଓଡିଆ ବାଇବେଲ18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।” Viz kapitola |