ଲେବୀୟ ପୁସ୍ତକ 7:12 - ପବିତ୍ର ବାଇବଲ12 କେହି ଯେବେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତେବେ ସେ ତେଲରେ ଛଣା ହୋଇଥିବା ମଙ୍ଗଳାର୍ଥକ ବଳି ସହିତ ତାଡ଼ିଶୂନ୍ୟ ରୋଟୀ, ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ୱପିଠା ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କେହି ଯେବେ ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ଵପିଠା ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ। Viz kapitola |