ଲେବୀୟ ପୁସ୍ତକ 7:13 - ପବିତ୍ର ବାଇବଲ13 ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ୟକ୍ତି ସଦାପ୍ରଭୁଙ୍କୁ ଧନ୍ୟବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡ଼ିଯୁକ୍ତ ପିଠା ମଧ୍ୟ ଆଣିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୋଟୀର ପିଠା ଦେଇ ଆପଣା ଉପହାର ଆଣିବ। Viz kapitolaଓଡିଆ ବାଇବେଲ13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ। Viz kapitola |