ଲେବୀୟ ପୁସ୍ତକ 7:25 - ପବିତ୍ର ବାଇବଲ25 ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ପଶୁର ମେଦ ଭକ୍ଷ୍ୟଣ କରେ। ତେବେ ସେହି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ ରହିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରଇ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitolaଓଡିଆ ବାଇବେଲ25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Viz kapitola |