ଲେବୀୟ ପୁସ୍ତକ 7:30 - ପବିତ୍ର ବାଇବଲ30 ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଳନୀୟ ନୈବେଦ୍ୟ ଆଣିବ। ସେ ବକ୍ଷ ଏବଂ ମେଦ ଆଣି ଯାଜକକୁ ଦେବା ଉଚିତ୍। ସେହି ବକ୍ଷ ତା'ର ଆଗରେ ଉଠାଯାଇ ସଦାପ୍ରଭୁଙ୍କୁ ଉପହାର ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Viz kapitolaଓଡିଆ ବାଇବେଲ30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Viz kapitola |