ଲେବୀୟ ପୁସ୍ତକ 7:6 - ପବିତ୍ର ବାଇବଲ6 “ଯାଜକ ପରିବାର ମଧ୍ୟରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରି ପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Viz kapitolaଓଡିଆ ବାଇବେଲ6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର। Viz kapitola |