ଲେବୀୟ ପୁସ୍ତକ 7:8 - ପବିତ୍ର ବାଇବଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତା'ର ସେହି ଉତ୍ସର୍ଗୀକୃତ ହୋମବଳିର ଚର୍ମ ସେହି ଯାଜକ ନିଜେ ନେବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Viz kapitolaଓଡିଆ ବାଇବେଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Viz kapitola |