ଲେବୀୟ ପୁସ୍ତକ 8:11 - ପବିତ୍ର ବାଇବଲ11 ତା'ପରେ ସେ ଅଭିଷେକାର୍ଥକ ତୈଳ ପାଇଁ ରଖାଯାଇଥିବା ତୈଳ ନେଲେ ଏବଂ ଏହା ଯଜ୍ଞବେଦି ଉପରେ ସାତଥର ଛିଞ୍ଚିଲେ। ସେ ଯଜ୍ଞବେଦି, ତା'ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର, ରୁଖା ଓ ଅନ୍ୟାନ୍ୟ ବସ୍ତୁକୁ ପବିତ୍ର କରିବାକୁ ଅଭିଷେକ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ। Viz kapitolaଓଡିଆ ବାଇବେଲ11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ। Viz kapitola |