ଲେବୀୟ ପୁସ୍ତକ 9:12 - ପବିତ୍ର ବାଇବଲ12 ତାହାପରେ ହାରୋଣ ହୋମବଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହୋମାର୍ଥକ ବଳି ବଧ କଲେ; ପୁଣି ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Viz kapitola |