ଲୂକ ଲିଖିତ ସୁସମାଚାର 1:10 - ପବିତ୍ର ବାଇବଲ10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। Viz kapitolaଓଡିଆ ବାଇବେଲ10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)10 ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। Viz kapitola |