ଲୂକ ଲିଖିତ ସୁସମାଚାର 1:16 - ପବିତ୍ର ବାଇବଲ16 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ଵରଙ୍କ ପ୍ରତି ଫେରାଇବ। Viz kapitolaଓଡିଆ ବାଇବେଲ16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ । Viz kapitolaପବିତ୍ର ବାଇବଲ (CL) NT (BSI)16 ଓ ସେ ଇଶାୟେଲ ଜାତିର ଅନେକ ଲୋକଙ୍କୁ ସେମାନଙ୍କର ପ୍ରଭୁ ଈଶ୍ୱରଙ୍କ ନିକଟକୁ ଫେରାଇ ଆଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ। Viz kapitola |