ଲୂକ ଲିଖିତ ସୁସମାଚାର 1:21 - ପବିତ୍ର ବାଇବଲ21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! Viz kapitolaପବିତ୍ର ବାଇବଲ (Re-edited) - (BSI)21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ଵ ଘଟିବାରେ ସେମାନେ ଚମତ୍କୃତ ହେଉଥିଲେ। Viz kapitolaଓଡିଆ ବାଇବେଲ21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଏହି ସମୟରେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରି ରହିଥିଲେ। ସେ କାହିଁକି ଏତେ ସମୟ ମନ୍ଦିରରେ ରହିଯାଇଛନ୍ତି, ସେମାନେ ବୁଝି ନ ପାରି ଆଶ୍ଚର୍ଯ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। Viz kapitola |