ଲୂକ ଲିଖିତ ସୁସମାଚାର 1:38 - ପବିତ୍ର ବାଇବଲ38 ମରିୟମ କହିଲେ, “ମୁଁ ପ୍ରଭୁଙ୍କର ଦାସୀ କନ୍ୟା ଅଟେ। ତୁମ୍ଭେ ମୋତେ ଯାହା କହିଲ, ମୋ’ ପାଇଁ ତାହା ହିଁ ହେଉ।” ତା'ପରେ ସ୍ୱର୍ଗଦୂତ ତାହାଙ୍କ ପାଖରୁ ଗ୍ଭଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାଙ୍କ ନିକଟରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)38 ମରିୟମ କହିଲେ, “ମୁଁ ଈଶ୍ୱରଙ୍କର ଦାସୀ। ଆପଣ କହିବା ଅନୁଯାୟୀ ମୋ’ ପ୍ରତି ଘଟୁ।” ଏହା ପରେ ସ୍ୱର୍ଗଦୂତ ଅନ୍ତର୍ଦ୍ଧାନ ହୋଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ। Viz kapitola |