ଲୂକ ଲିଖିତ ସୁସମାଚାର 1:42 - ପବିତ୍ର ବାଇବଲ42 ଏଲୀଶାବେଥ ବଡ଼ ପାଟିରେ କହିଲେ, “ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ୟା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦେବାକୁ ଯାଉଅଛ, ପରମେଶ୍ୱର ତାହାକୁ ଧନ୍ୟ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)42 ଅତି ଉଚ୍ଚ ସ୍ଵରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି ଧନ୍ୟ ତୁମ୍ଭ ଗର୍ଭର ଫଳ। Viz kapitolaଓଡିଆ ବାଇବେଲ42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ । Viz kapitolaପବିତ୍ର ବାଇବଲ (CL) NT (BSI)42 ଏଲିଶାବେଥ୍ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଉଚ୍ଚ ସ୍ୱରରେ କହିଲେ, “ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ତୁମେ ପରମ ଧନ୍ୟା ଓ ତୁମେ ଯେଉଁ ସନ୍ତାନ ପ୍ରସବ କରିବ, ସେ ମଧ୍ୟ ଧନ୍ୟ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। Viz kapitola |