ଲୂକ ଲିଖିତ ସୁସମାଚାର 1:43 - ପବିତ୍ର ବାଇବଲ43 ତୁମ୍ଭେ ମୋ’ ପ୍ରଭୁଙ୍କ ମା ଏବଂ ତୁମ୍ଭେ ମୋ’ ପାଖକୁ ଆସିଛ! ମୋ’ ପାଇଁ ଏତେ ବଡ଼ ଭଲ ଘଟଣା କାହିଁକି ଘଟିଲା? Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆଉ, ମୋʼ ପ୍ରଭୁଙ୍କର ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ଉତ୍ତମତା କେଉଁଠାରୁ ହେଲା? Viz kapitolaଓଡିଆ ବାଇବେଲ43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ? Viz kapitolaପବିତ୍ର ବାଇବଲ (CL) NT (BSI)43 “ମୋର କେଡ଼େ ସୌଭାଗ୍ୟ, ମୋ’ ପ୍ରଭୁଙ୍କର ମାତା ମୋତେ ସାକ୍ଷାତ କରିବାକୁ ଆସିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? Viz kapitola |