Online Bible

- Reklamy -




ଲୂକ ଲିଖିତ ସୁସମାଚାର 1:48 - ପବିତ୍ର ବାଇବଲ

48 ମୋର କିଛି ମହତ୍ତ୍ୱ ନାହିଁ, କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ଅଦ୍ୟାବଧି ପୁରୁଷାନୁକ୍ରମେ ସମସ୍ତେ ମୋତେ ଧନ୍ୟ ବୋଲି କହିବେ,

Viz kapitola kopírovat

ଓଡିଆ ବାଇବେଲ

48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

48 ସେ ମୋ’ ଭଳି ନଗଣ୍ୟା ଦାସୀକୁ ସ୍ମରଣ କରିଛନ୍ତି। ବର୍ତ୍ତମାନଠାରୁ ସମସ୍ତେ ମୋତେ ଧନ୍ୟା ବୋଲି କହିବେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 1:48

Následuj nás:

Reklamy


Reklamy