ଲୂକ ଲିଖିତ ସୁସମାଚାର 1:59 - ପବିତ୍ର ବାଇବଲ59 ବାଳକର ଜନ୍ମ ହେବାର ଅଷ୍ଟମ ଦିନ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ସେମାନେ ବାଳକର ନାମ ତା'ର ପିତାଙ୍କ ନାମ ଅନୁସାରେ ଜିଖରିୟ ଦେବାକୁ ଗ୍ଭହୁଁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)59 ଅଷ୍ଟମ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। Viz kapitolaଓଡିଆ ବାଇବେଲ59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)59 ଶିଶୁ ଜନ୍ମ ହେବାର ଏକ ସପ୍ତାହ ପରେ ତାକୁ ସେମାନେ ସୁନ୍ନତ କଲେ ଏବଂ ତା’ର ବାପାଙ୍କ ନାମ ଅନୁସାରେ ତା’ର ନାମ ଜିଖରିୟ ଦେବାକୁ ପ୍ରସ୍ତାବ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। Viz kapitola |