ଲୂକ ଲିଖିତ ସୁସମାଚାର 1:74 - ପବିତ୍ର ବାଇବଲ74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)74 ପୁଣି ଯେପରି ଶତ୍ରୁହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଯାବଜ୍ଜୀବନ ତାହାଙ୍କ ଛାମୁରେ, Viz kapitolaଓଡିଆ ବାଇବେଲ74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, Viz kapitola |