ଲୂକ ଲିଖିତ ସୁସମାଚାର 10:20 - ପବିତ୍ର ବାଇବଲ20 ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ଵର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର। Viz kapitolaଓଡିଆ ବାଇବେଲ20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର । Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” Viz kapitola |