ଲୂକ ଲିଖିତ ସୁସମାଚାର 10:28 - ପବିତ୍ର ବାଇବଲ28 ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେଥିରେ ସେ ତାହାଙ୍କୁ କହିଲେ, ତୁମ୍ଭେ ଯଥାର୍ଥ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ। Viz kapitolaଓଡିଆ ବାଇବେଲ28 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯୀଶୁ କହିଲେ, “ତୁମେ ଠିକ୍ କହିଛ, ଏହା କର, ତା’ହେଲେ ତୁମେ ଜୀବନ ପାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।” Viz kapitola |