ଲୂକ ଲିଖିତ ସୁସମାଚାର 10:29 - ପବିତ୍ର ବାଇବଲ29 ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?” Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋର ପ୍ରତିବାସୀ କିଏ? Viz kapitolaଓଡିଆ ବାଇବେଲ29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ? Viz kapitolaପବିତ୍ର ବାଇବଲ (CL) NT (BSI)29 କିନ୍ତୁ ଧର୍ମଗୁରୁ ନିଜ ପ୍ରଶ୍ନର ଯଥାର୍ଥତା ପ୍ରମାଣ କରିବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, “ମୋର ପ୍ରତିବାସୀ କିଏ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ? Viz kapitola |