ଲୂକ ଲିଖିତ ସୁସମାଚାର 10:36 - ପବିତ୍ର ବାଇବଲ36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ? Viz kapitolaଓଡିଆ ବାଇବେଲ36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)36 ପରିଶେଷରେ ଯୀଶୁ କହିଲେ, “ତୁମ ମତରେ ଏହି ତିନି ଜଣଙ୍କ ମଧ୍ୟରୁ ଡ଼କାୟତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକ ପ୍ରତି କିଏ ପ୍ରତିବାସୀ ତୁଲ୍ୟ ଆଚରଣ କଲା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 “ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?” Viz kapitola |